ଜାତୀୟ ଖବର ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ବିଦ୍ୟାର୍ଥୀମାନଙ୍କୁ ସମ୍ବର୍ଦ୍ଧନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…