ବିଦ୍ୟୁତକାଟ

ଭୁବନେଶ୍ୱର: ଅସହ୍ୟ ଗରମ ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଯେତେ କଷ୍ଟ ଦେଇନାହିଁ, ତାହଠୁ ଅଧିକ ନିର୍ଯ୍ୟାତନା ଦେଉଛି ଅଘୋଷିତ ବିଜୁଳି କାଟ୍। ଗ୍ରାମାଂଚଳଠାରୁ ଆରମ୍ଭ କରି ସହରାଂଚଳ…