ଆଜିର ଖବର ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ପ୍ରତିବାଦରେ ହେବ ଜନ ଆନ୍ଦୋଳନ: ବିଦ୍ୟୁତ୍ ଉପଭୋକ୍ତା ମହାସଂଘ ଭୁବନେଶ୍ୱର: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ରାଜ୍ୟ ବିଦ୍ୟୁତ୍ ନିୟାମକ (ଓଇଅରସି)ଙ୍କ ନିକଟରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ପାଇଁ ଉତ୍ପାଦନ ଓ ବିତରଣ କମ୍ପାନୀମାନେ ଆବେଦନ…