ଆଜିର ଖବର ଜୁଲାଇ ପହିଲା ସୁଦ୍ଧା ଓଡିଶାରେ ୧୧୮ ଟି ବିଦ୍ୟୁତ୍ ଯାନ ଚାର୍ଜିଂ ଆଉଟ୍ ଲେଟ୍ କାର୍ଯ୍ୟକ୍ଷମ ଦିଲ୍ଲୀ: ଭାରତରେ ହାଇବ୍ରିଡ୍ ଏବଂ ଇଲେକ୍ଟ୍ରିକ୍ ଯାନ ଗୁଡିକୁ (ଫେମ୍ ଇଣ୍ଡିଆ) ଦ୍ରୁତ ଗତିରେ ଗ୍ରହଣ କରିବା ଏବଂ ଏହା ଅଧିକ ପରିମାଣରେ ଉତ୍ପାଦନ ହେବା ଯୋଗୁଁ…