ଆଜିର ଖବର ‘ଅର୍ଣ୍ଣବ’ ପ୍ରଭାବରେ ବ୍ୟାହତ ବିଦ୍ୟୁତ୍ ସେବାର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବ୍ୟାହତ ହୋଇଥିବା ବିଦ୍ୟୁତ୍ ସେବାର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ବିଦ୍ୟୁତ୍ ସଂଯୋଗ ପୁନଃସ୍ଥାପନର…