ଆଜିର ଖବର ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ କୋରାପୁଟ: ସଜନା ଶାଗ ତୋଳିବାକୁ ଯାଇ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ଜୀବନଯିବା ଭଳି ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ୧୧ କେଭି ବିଦ୍ୟୁତ୍…