ଜାତୀୟ ଖବର ରାଜ୍ୟର ବିଦ୍ୟୁତ ଉତ୍ପାଦନ ବୃଦ୍ଧି ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ…