ବିଶେଷ ଖବର ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଆଜି ସଂଧ୍ୟାରେ ଲାଇନ ବନ୍ଦ କରିବାକୁ କଂଗ୍ରେସ କଲା ଅନୁରୋଧ ଭୁବନେଶ୍ୱର, ରାଜ୍ୟ ସରକାର ବିଦ୍ୟୁତ ଉପଭୋକ୍ତା ମାନଙ୍କ ଉପରେ ଅହେତୁକ ବିଜୁଳିଦର ୟୁନିଟ୍ ପ୍ରତି ୭ମାସ ମଧ୍ୟରେ ୫୦ ପଇସା ବୃଦ୍ଧି କରିବା ଅତ୍ୟନ୍ତ ଉଦ୍ବେଗଜନକ ଅଟେ…