ବିଶେଷ ଖବର ବାଚସ୍ପତିଙ୍କ ପୋଡିୟମ ଉପକୁ ଡାଲି ଫିଙ୍ଗି ଦୁଇ ବିଜେପି ବିଧାୟକ ନିଲମ୍ବିତ ଭୁବନେଶ୍ବର: ଆଜି ବିଧାନସଭାରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିରୋଧୀ ବିଜେପି ବିଧାୟକ ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରି ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି…