ରାଜ୍ୟ ଖବର ବିଧାୟକଙ୍କ ପ୍ୟାଣ୍ଟ ସାର୍ଟ ଚୋରୀ, ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ନେତା କାଡାମ ଭୁବନେଶ୍ବର:- ଗତ ବିଧାନସଭା ଅଧିବେଶନ ଚାଲିଥିବାବେଳେ ନାରୀ ନିର୍ଯ୍ୟାତନା ବୃଦ୍ଧି ସଂପର୍କରେ କଂଗ୍ରେସ ବିଧାୟକମାନେ ଏକ ବିଧାନସଭା ତଦନ୍ତ କମିଟି ଗଠନ ଦାବି କରିବାକୁ ନେଇ ବିଧାନସଭାରୁ…