ବିଧାୟକଙ୍କ ମତଦାନ

ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହୋଇଯାଇଛି। ସଂସଦ ଭବନ ସମେତ ୩୦ଟି ରାଜ୍ୟ ବିଧାନସଭାରେ ଭୋଟ୍‌ ଗ୍ରହଣ…