ବିଧାୟକ ଗିରଫ

କଲିକତା: ପଶ୍ଚିମବଙ୍ଗରେ ଶିକ୍ଷକ ନିଯୁକ୍ତି ଦୁର୍ନୀତିରେ ଆଜି ସକାଳେ ତୃଣମୂଳ କଂଗ୍ରେସ ବିଧାୟକ ମାଣିକ ଭଟ୍ଟାଚାର୍ଯ୍ୟଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ ମାଣିକ…