ଆଜିର ଖବର ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରାଜେଶ୍ବରି ସିଂଙ୍କୁ ସୋସିଆଲ ମିଡିଆରେ ଅଶ୍ଳୀଳ କଟାକ୍ଷ ଅଭିଯୋଗ ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରାଜେଶ୍ବରି ସିଂଙ୍କୁ ସୋସିଆଲ ମିଡିଆରେ ଅଶ୍ଳୀଳ କଟାକ୍ଷ କରାଯାଇଥିବା ବିଜେପି ଅଭିଯୋଗ କରିଛି। ଏହାକୁ ନେଇ ନୟାଗଡ଼ରେ…