ଆଜିର ଖବର ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଅନୁଷ୍ଠିତ ଭୁବନେଶ୍ୱର: ପ୍ରାକୃତିକ ଦୁର୍ବିପାକ ଓ ବିପର୍ଯ୍ୟୟ ମାନବସମାଜର ଚିରସହଚର। ବିପର୍ଯ୍ୟୟଟିଏ ଆସିଲେ ପରିବାର ତରଫରୁ ଏହାର ମୁକାବିଲା ନିମନ୍ତେ ପ୍ରସ୍ତୁତି କରିହୁଏ। ଜନବସତିରେ ପରିବାର ସହିତ ବସବାସ…