ଆଜିର ଖବର ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ବାଣପୁର: ଜନ୍ମମାଟି ଦେଓଗାଁରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ପାଳିତ ହୋଇଯାଇଛି। ଗାଁର ଗ୍ରାମ ଦେବତୀ ମା ଶୁଳିଆ…