ଆଜିର ଖବର ବିମ୍ସଟେକ୍ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକରେ ବିମ୍ସଟେକ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ସାକ୍ଷାତ କରିଛନ୍ତି।…