ଆଜିର ଖବର ସମ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର: ୧୨ ଦିନର ଶିଶୁର ଜୀବନ ବଂଚାଇଲେ ଡାକ୍ତର ଭୁବନେଶ୍ୱର: ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ବିରଳ ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଂଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍ଷ୍ଟିଚ୍ୟୁଟ ଅଫ…