ଜାତୀୟ ଖବର ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି -୨୦ ରେ ରୋହିତ ଶର୍ମା ରଚିବେ କି ଇତିହାସ? କୋହଲିଙ୍କ ରେକର୍ଡ ଭାଙ୍ଗିବା ସୁଯୋଗ ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ତିନି ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜ୍ ଖେଳାଯିବ। ଏହି ସିରିଜର ପ୍ରଥମ ମ୍ୟାଚ୍ ଜାନୁଆରୀ…