ଆଜିର ଖବର ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଲଢିବି ନିର୍ବାଚନ: ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ନିର୍ବାଚନକୁ ଦୃଷ୍ଟିରେ ରଖି ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ମୁଁ ୟୁପିରେ ମୁଖ୍ୟମନ୍ତ୍ରୀ…