ବିଶେଷ ଖବର ‘ବ୍ରହ୍ମାଣ୍ଡର କୌଣସି ଶକ୍ତି ଧାରା-୩୭୦କୁ ଫେରାଇ ଆଣିପାରିବ ନାହିଁ’: ବିରୋଧୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରୁ ଧାରା-୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ମୋଦି ସରକାରଙ୍କ ମନୋବଳ ବୃଦ୍ଧି ପାଇଛି। ଯେଉଁମାନେ ଏହାକୁ ନେଇ ରାଜନୀତି କରୁଛନ୍ତି ସେମାନଙ୍କୁ ନିଜେ…