ବିରୋଧୀଙ୍କୁ ପ୍ରଶ୍ନ କଲେ ନିଶିକାନ୍ତ ଦୁବେ

ନୂଆଦିଲ୍ଲୀ: ବିଜେପି ସାଂସଦ ନିଶିକାନ୍ତ ଦୁବେ ସାଂସଦ ରମେଶ ବିଧୁରୀ ଏବଂ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା ପ୍ରସଙ୍ଗରେ ବିରୋଧୀଙ୍କ ଆଭିମୁଖ୍ୟ ଉପରେ ପ୍ରଶ୍ନ ଉଠାଇଛନ୍ତି।…