ବିଶେଷ ଖବର ଓଡ଼ିଶାର ପ୍ରଥମ ବିଳାସପୁର୍ଣ ହାଉସ ବୋଟ ‘ଗରୁଡ଼’ କୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତା କାଲିଠାରୁ ଚିଲିକାରେ କାର୍ଯ୍ୟକ୍ଷମ ହେବ ବହୁ ପ୍ରତିକ୍ଷୀତ ଓଡ଼ିଶାର ପ୍ରଥମ ବିଳାସପୁର୍ଣ୍ଣ ହାଉସ୍ବୋଟ୍ ‘ଗରୁଡ଼’। ଏହାକୁ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର…