ଆଜିର ଖବର ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ଭୁବନେଶ୍ୱର: ବିଶିଷ୍ଟ କୃଷିବିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତା…