ଆଜିର ଖବର ଜାଇଡସ୍ କାଡିଲା ଦ୍ଵାରା ତିନି-ଡୋଜ୍ ବିଶିଷ୍ଟ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି ନୂଆଦିଲ୍ଲୀ: ସେଣ୍ଟ୍ରାଲ୍ ଡ୍ରଗ୍ ଅଥରିଟି ଅଫ୍ ଇଣ୍ଡିଆର ଏକ ବିଶେଷଜ୍ଞ ପ୍ୟାନେଲ୍ ଜାଇଡସ୍ କ୍ୟାଡିଲାର ତିନି-ଡୋଜ୍ କୋଭିଡ୍ -୧୯ ଟିକା ‘ଜାଇକୋଭ୍-ଡି’ର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦନ…