Hockey Worldcup23 ଏବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କରିବେ କଣ, ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଧନ୍ୟବାଦ ଦେବେ କି ? ଭୁବନେଶ୍ବର: ଆଜି ଓଡିଶାର ପ୍ରମୁଖ ଖବର କାଗଜରେ ଏକ ପୁରା ପୃଷ୍ଟା ବିଜ୍ଞାପନ ବାହାରିଛି। ଆସନ୍ତାକାଲି ହେବାକୁ ଥିବା ହକି ମହାକୁମ୍ଭର ଉଦଘାଟନୀ ଉତ୍ସବର ଏହି ବିଜ୍ଞାପନ।…