ଆଜିର ଖବର ଅବସର ନେଲେ ବିଶ୍ବଭୂଷଣ ହରିଚନ୍ଦନ, ଦଶଟି ରାଜ୍ୟରେ ନୂଆ ରାଜ୍ୟପାଳ ନୂଆଦିଲ୍ଲୀ: ଛତିଶଗଡର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଶେଷରେ ତାଙ୍କ ପଦବୀରୁ ଅବ୍ୟାହିତ ଦିଆଯାଇଛି। ସେଠାରେ ନୂଆ ରାଜ୍ୟପାଳ ଭାବେ କେନ୍ଦ୍ର ସରକାର ରମନ ଡେକ୍କାଙ୍କୁ ଛତିଶଗଡ ରାଜ୍ୟପାଳ…