ରାଜ୍ୟ ଖବର ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଆଜି ସ୍ଥାନୀୟ ଲୋକ ସେବା ଭବନ କନଭେନଶନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ…