ଆଜିର ଖବର ସୋଆ ପାଳିଲା ବିଶ୍ଵ ପରିବେଶ ଦିବସ: ପ୍ରତିଯୋଗିତାରେ ଭାଗ ନେଇଥିବା କୃତୀ ଛାତ୍ରଛାତ୍ରୀଙ୍କୁ ମିଳିବ ମାନପତ୍ର ଭୂବନେଶ୍ଵର: ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟର ଆନୁକୂଲ୍ୟରେ ବିଶ୍ଵ ପରିବେଶ ଦିବସ ଅବସରରେ ଏକ ଅନ୍ ଲାଇନ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ,…