Hockey Worldcup23 କଳାହାଣ୍ଡି ଜିଲ୍ଲାରେ ପୁରୁଷ ହକି ବିଶ୍ୱକପ୍ ଟ୍ରଫିକୁ ବିପୁଳ ସ୍ବାଗତ ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଏଫ୍ ଆଇ ଏଚ ପୁରୁଷ ବିଶ୍ଵକପ ହକି ଟ୍ରଫିକୁ କଳାହାଣ୍ଡି ଜିଲ୍ଲାରେ ସାଂସ୍କୃତିକ କାର୍ଯ୍ୟକ୍ରମ, ଶୋଭାଯାତ୍ରା ମାଧ୍ୟମରେ ଭବ୍ୟ ସ୍ବାଗତ କରାଯାଇଛି।…