ବିଶ୍ୱନିୟନ୍ତାଙ୍କ ଘୋଷଯାତ୍ରା

ବାଲୁଗାଁ: ଚିଲିକା ବ୍ଳକ ଅନ୍ତର୍ଗତ ନଇରୀ ନିକଟ ଲୀଳାକ୍ଷେତ୍ର କାଙ୍କଣଶିଖରୀ ଠାରେ ମହାସମାରୋହରେ ବିଶ୍ୱନିୟନ୍ତାଙ୍କ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଚିଲିକାର ଅଥଳ ଜଳରାଶିରେ ସୁସଜ୍ଜିତ ନୌକା…