ଆଜିର ଖବର କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ ଭୁବନେଶ୍ୱର: ତୃଣମୂଳ ସ୍ତରରେ କ୍ରୀଡ଼ାର ପ୍ରସାର ଏବଂ ବିଦ୍ୟାଳୟର ପିଲାମାନଙ୍କୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ସୁଯୋଗ ପ୍ରଦାନ କରିବା ଲକ୍ଷ୍ୟରେ, ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଢେଙ୍କାନାଳର ନଅଟି…