ଆଜିର ଖବର ଆସିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ବିବରଣୀ, ଜାଣନ୍ତୁ କେଉଁ ଦିନ କେଉଁ ସ୍ଥାନକୁ କେତବେଳେ ଯିବେ ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ଆସନ୍ତା ମାର୍ଚ୍ଚ ୨୪ ଓ ୨୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଦିନ…