ବିଶେଷ ଖବର ଏକ ବିଶ୍ୱସ୍ତରୀୟ ଆଗ୍ନିକ ପ୍ରଶିକ୍ଷଣ କେନ୍ଦ୍ର ଭାବେ ବିକଶିତ ହେବ ରାମଚଣ୍ଡୀ ନିକଟସ୍ଥ ଓସୱାଲୀ କେନ୍ଦ୍ର ଭୁବନେଶ୍ୱର: ଗତକାଲି ମଧ୍ୟାହ୍ନରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ବିଶ୍ୱ ଐତିହ୍ୟ କୋଣାର୍କ- ପୁରୀ ମେରାଇନ୍ ଡ୍ରାଇଭରେ ଥିବା ଓଡ଼ିଶା ରାଜ୍ୟ ୱାଟରମେନସିପ୍ ଏବଂ…