ଆଜିର ଖବର ବିଶ୍ୱ ଗଣ୍ଡା ଦିବସ ଅବସରରେ ଗଣ୍ଡା ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ଗଣ୍ଡା ଦିବସ ଅବସରରେ ଗଣ୍ଡା ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନ ପରିଦର୍ଶନ କରିବାକୁ ମଧ୍ୟ…