ବିଶ୍ୱ ତୀରନ୍ଦାଜ ଚାମ୍ପିୟନସିପ

ନୂଆଦିଲ୍ଲୀ: ବର୍ଲିନରେ ଅନୁଷ୍ଠିତ ବିଶ୍ୱ ତୀରନ୍ଦାଜ ଚାମ୍ପିୟନସିପରେ ଭାରତ ପାଇଁ ସର୍ବପ୍ରଥମ ସ୍ୱର୍ଣ୍ଣପଦକ ଜିତିଥିବା ଭାରତୀୟ ମହିଳା କମ୍ପାଉଣ୍ଡ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।…