ବିଶ୍ୱ ନେତାଙ୍କୁ ଧନ୍ୟବାଦ

ନୂଆଦିଲ୍ଲୀ: ଭାରତର ୭୭ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ତଥା ଅଭିନନ୍ଦନ ଜଣାଇଥିବା ବିଶ୍ୱ ନେତାମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି। ମାଳଦ୍ୱୀପ ଗଣରାଜ୍ୟର ରାଷ୍ଟ୍ରପତିଙ୍କ…