ଆଜିର ଖବର ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫: ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଲେ ଅଶୋକ ଓ ସୁସ୍ମିତା ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା…