ଆଜିର ଖବର ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ବନ୍ୟଜନ୍ତୁ ଦିବସ ଅବସରରେ ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି।…