ରାଜ୍ୟ ଖବର ମନୁଷ୍ୟକୃତ ଜଙ୍ଗଲ ନିଆଁ କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ। ଏହା ଆମ ଜୀବନ ଓ ଜୀବିକାର ଆଧାର ଅଟେ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ…