ଆଜିର ଖବର ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ମିତବ୍ୟୟିତା ଦିବସ ପାଳନ କରାଯାଇଅଛି। ଚଳିତ ବର୍ଷ କୋଭିଡ-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି…