ଆଞ୍ଚଳିକ କରୁଣା ଶାନ୍ତି ବିଜ୍ଞାନ ମହାବିଦ୍ୟାଳୟରେ ବିଶ୍ୱ ଶାନ୍ତି ଦିବସ ପାଳନ ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ଗୋବିନ୍ଦ ନଗର ସ୍ଥିତ କରୁଣା ଶାନ୍ତି ବିଜ୍ଞାନ ମହାବିଦ୍ୟାଳୟ ଜାତୀୟ ସେବା ସଂସ୍ଥା ଅନୁଷ୍ଠାନ ପକ୍ଷରୁ ଅନ୍ତର୍ଜାତୀୟ ଶାନ୍ତି ଦିବସ ପାଳନ…