ଆଞ୍ଚଳିକ ବାଲୁଗାଁ ମହାବିଦ୍ୟାଳୟରେ ଶ୍ରୀ ଜଗନ୍ନାଥ ଓ ବିଶ୍ୱ ସଂସ୍କୃତି ଶୀର୍ଷକ ଆଲୋଚନାଚକ୍ର ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ଆର୍ଥିକ ପ୍ରୋତ୍ସାହନରେ ନୂତନ ଉନ୍ନତ ଅଭିଳାଷ ଓଡିଶା ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍ଦେଶ୍ୟରେ ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…