“ବିହଙ୍ଗମ”

ନୂଆଦିଲ୍ଲୀ, ପ୍ରଥମ ଥର ପାଇଁ କୋଇଲା ମନ୍ତ୍ରଣାଳୟ ଅଧୀନ କୋଲ ଇଣ୍ଡିଆ ଲିମିଟେଡ (ସିଆଇଏଲ)ରେ ଇନୋଭେଟିଭ୍ ରିମୋଟ୍‌ଲି ପାଇଲଟେଡ ଏୟାରକ୍ରାଫ୍ଟ ସିଷ୍ଟମ (ଆରପିଏଏସ) ବ୍ୟବସ୍ଥା କାଯ୍ୟକାରୀ ହୋଇଛି।…