ଆଜିର ଖବର ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା ବାଙ୍କିପୁର: ବିହାରର ବାଙ୍କିପୁର ସମେତ ତିନୋଟି ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇବା ପରେ ବିଜେପି ସଭାପତି ନୀତିନ ନବୀନ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆରେ…