ଆଜିର ଖବର କ୍ୟାପିଟାଲ ଓ ବି.ଏମ୍.ସି. ହସ୍ପିଟାଲରେ ସୁପର ସ୍ପେସାଲିଷ୍ଟ୍ ନିଯୁକ୍ତି ପାଇଁ କର୍ପସ ଫଣ୍ଡ ଭୁବନେଶ୍ୱର: ଉନ୍ନତ୍ତମାନର ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ଦିଗରେ ଅନ୍ୟଏକ ପଦକ୍ଷେପ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍ପିଟାଲ୍ ଏବଂ ଭୁବନେଶ୍ୱର ମହାନଗର ନିଗମ…