ଆଜିର ଖବର ରାଜ୍ୟସ୍ତରୀୟ ବିଦ୍ୟାଳୟ ନେଟବଲ ମହାକୁମ୍ଭ ଉଦଯାପିତ, ବାଳକ–ବାଳିକା ବର୍ଗରେ କଟକ ଚମ୍ପିୟାନ ରଣପୁର: ନୟାଗଡ ଜିଲ୍ଲା ରଣପୁର ସ୍ଥିତ ପି.ଏମ୍.ଶ୍ରୀ. ବି.ସି. ହାଇସ୍କୁଲରେ ୬୯ତମ ଓଡିଶା ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ଚାମ୍ପିୟନସିପ୍ (ଉଭୟ ବାଳକ ଓ ବାଳିକା ବର୍ଗ)…