ଆଜିର ଖବର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟରେ ୨୫ ଜଣ ଛାତ୍ର କରୋନାରେ ସଂକ୍ରମିତ ସମ୍ବଲପୁର: ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି। ଗତକାଲି ୨୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ…