ନୂଆଦିଲ୍ଲୀ: ଦେଶର ଯୁବପିଢ଼ିଙ୍କ ସହିତ ଡିଜିଟାଲ୍ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ନୂଆଦିଲ୍ଲୀରେ ମାଇଁ…
ବୁଝାମଣାପତ୍ର ସ୍ୱାକ୍ଷରିତ
ମୁମ୍ବାଇ: ମୁମ୍ବାଇରେ ଏକ ଭାରତୀୟ ସୃଜନଶୀଳ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ ବା ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ କ୍ରିଏଟିଭ୍ ନେକ୍ନୋଲୋଜି (ଆଇଆଇସିଟି) ପ୍ରତିଷ୍ଠା କରାଯିବ। ଏହି ବିଶ୍ୱସ୍ତରୀୟ ପ୍ରତିଷ୍ଠାନ…
ଭୁବନେଶ୍ୱର: ଭାରତରେ ପାୱାର ସେମିକଣ୍ଡକ୍ଟର ଡିଭାଇସ୍ ପ୍ରଯୁକ୍ତିବିଦ୍ୟାକୁ ଆଗକୁ ବଢାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ସେମିଏକ୍ସ – ଆଇଆଇଟି ବମ୍ବେ, ଆଇଆଇଟି ଭୁବନେଶ୍ୱର ଏବଂ…
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ଡିମ୍ଡ ବିଶ୍ୱବିଦ୍ୟାଳୟ ଓ ହାଇଦ୍ରାବାଦ ସ୍ଥିତ ମାଲା ରେଡି ବିଶ୍ୱବିଦ୍ୟାପୀଠ ମଧ୍ୟରେ ଶୁକ୍ରବାର ଦିନ ଏଠାରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି।…
ନୂଆଦିଲ୍ଲୀ: ଥ୍ରୀ ଡି ଇଣ୍ଟ୍ରିଗ୍ରେଟେଡ୍ ସଲ୍ୟୁସନସ ଲିମିଟେଡ୍ ( ଥ୍ରୀ ଡିସ୍ ) ଓ ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା…
ଭୁବନେଶ୍ୱର: ରାଜ୍ୟରେ ଭିନ୍ନକ୍ଷମ ବିଦ୍ୟାର୍ଥୀମାନଙ୍କ ସଶକ୍ତିକରଣ ନିମନ୍ତେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା,…
ଭୁବନେଶ୍ଵର: ବୈଷୟିକ ଶିକ୍ଷା ଏବଂ ଅନୁସନ୍ଧାନରେ ସହଯୋଗର ସୁଯୋଗ ଅନୁସନ୍ଧାନ କରିବା ଉଦ୍ଦେଶ୍ୟରେ ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର, ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ ସାଇନ୍ସେସ (ଆଇଏଲ୍ଏସ୍) ସହିତ…
ଭୁବନେଶ୍ୱର: ବୁଧବାର ପୂର୍ବାହ୍ନରେ ଲୋକସେବା ଭବନର କନଭେନସନ୍ ହଲରେ ବାଣିଜ୍ୟ ଏବଂ ପରିବହନ ବିଭାଗ ଓ ଏନସିସି ନିର୍ଦ୍ଦେଶାଳୟ ମଧ୍ୟରେ ’ଜୁନିଅର ରକ୍ଷକ’ ପାଇଁ ଏକ ବୁଝାମଣାପତ୍ର…
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଜଳସମ୍ପଦ ବିଭାଗ ଏବଂ ଆଇଆଇଟି, ଗୌହାଟୀ ମଧ୍ୟରେ “ବ୍ରାହ୍ମଣୀ ନଦୀ ଡେଲଟା ପୁନରୁଦ୍ଧାର ପାଇଁ “ଭୌତିକ ଏବଂ ଗାଣିତିକ ନଦୀ ମଡେଲିଂ ଅଧ୍ୟୟନ”…
ଭୁବନେଶ୍ୱର: ଆଜି ସେପେଫମ୍ବର ୧୩, ୨୦୨୩ ତାରିଖରେ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଦ୍ୱାରା ୬ଟି ପବ୍ଲିକ୍ ସେକଫର ବ୍ୟାଙ୍କ ଯଥା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ,…
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ବ୍ରହ୍ମପୁର ପୋୖର ନିଗମ ଅଞ୍ଚଳରୁ ସଂଗ୍ରୁହିତ ବର୍ଯ୍ୟବସ୍ତୁରୁ ପ୍ରସ୍ତୁତ ଜୈବିକ ସାର ପ୍ଲାଣ୍ଟ କାରଖାନାର ପରିଚାଳନା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।…
ଭୁବନେଶ୍ୱର: ପୁନର୍ବାସ କ୍ଷେତ୍ରରେ ବ୍ୟାପକ ଚିକିତ୍ସାସେବା ଯୋଗାଇଦେବା ଲକ୍ଷ୍ୟରେ ଦୁଇ ପ୍ରମୁଖ ଜାତୀୟ ଅନୁଷ୍ଠାନ ଏମ୍ସ ଭୁବନେଶ୍ୱର ଏବଂ ସ୍ବାମୀ ବିବେକାନନ୍ଦ ରାଷ୍ଟ୍ରୀୟ ପୁନର୍ବାସ, ତାଲିମ, ଗବେଷଣା…
ନୂଆଦିଲ୍ଲୀ: ଦକ୍ଷିଣ ଏସିଆ ଆଞ୍ଚଳିକ ଆଣ୍ଟି ଡୋପିଙ୍ଗ ପ୍ରତିଷ୍ଠାନ (ସାରାଡୋ) ସହିତ ଭାରତର ଜାତୀୟ ଆଣ୍ଟି ଡୋପିଙ୍ଗ ସଂସ୍ଥା (ନାଡା) ଆଜି ଏକ ବୁଝାମଣାପତ୍ରରେ ସ୍ୱାକ୍ଷର କରିଛି।…
ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ତଥା ଏହି କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ)ର ପ୍ରୟୋଗ କରି ଏକ ନୂତନ ସଂଚାର ସୃଷ୍ଟି ଲକ୍ଷ୍ୟରେ…
ନୂଆଦିଲ୍ଳୀ: ଦେଶରେ ରାସାୟନିକ ସାରର ଉପଲବ୍ଧତା ବୃଦ୍ଧି ଏବଂ ଏ କ୍ଷେତ୍ରରେ ଦୀର୍ଘକାଳୀନ ଯୋଗାଣ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଭାରତୀୟ ସାର କମ୍ପାନୀମାନେ ବିଶ୍ୱର ସର୍ବବୃହତ୍…
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-‘ଟି’ ଉପକ୍ରମରେ ‘ପ୍ରୟାସ’ ଯୋଜନାର ଦ୍ୱିତୀୟ…