ଆଜିର ଖବର ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ଭୁବନେଶ୍ଵର: ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସ୍ଥାନୀୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଭାବରେ ପାଳିତ ହୋଇଯାଇଛି। ଆଜି ଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ହସ୍ତତନ୍ତ…