ଆଜିର ଖବର ତିର୍ତ୍ତୋଲ ଉପ-ନିର୍ବାଚନ ନିମନ୍ତେ ସମସ୍ତ ପୋଲିଂ ଅଧିକାରୀଙ୍କୁ ବୁଥ୍ ପ୍ରେରଣ ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପ-ନିର୍ବାଚନ ନିମନ୍ତେ ସମସ୍ତ ପୋଲିଂ ପାର୍ଟିଙ୍କୁ ଆଜି ସମସ୍ତ ବୁଥ୍କୁ ପ୍ରେରଣ କରାଯାଇଛି। ସ୍ଥାନୀୟ ଏସ୍.ଭି.ଏମ୍ କଲେଜରେ ଏଥିନିମନ୍ତେ ସମସ୍ତ…